କଟକ ୩।୮: ରେଭେନ୍ସାରେ ଛାତ୍ର ଅଶାନ୍ତି । ଆନ୍ଦୋଳନକୁ ଓହ୍ଲାଇଛନ୍ତି ଇଷ୍ଟ ହଷ୍ଟେଲର ଶତାଧିକ ଛାତ୍ର । ପ୍ରାୟ ୨୪ ଘଣ୍ଟାରୁ ଅଧିକ ସମୟ ହେଲାଣି ଛାତ୍ର ମାନେ ଅନଶନରେ ବସିଛନ୍ତି । ହାତରେ ପ୍ଲାକାର୍ଡ ଏବଂ ଡେପୁଟି ୱାର୍ଡେନଙ୍କ ଇସ୍ତଫା ଦାବିରେ ଅଡ଼ି ବସିଛନ୍ତି ଛାତ୍ର ମାନେ । ହଷ୍ଟେଲ ମେସ୍ ରବିବାର ଠାରୁ ଏକ ପ୍ରକାର ଅଚଳ କହିଲେ ଚଳେ । କେବଳ ଅନଶନ ନୁହେଁ ବରଂ ହଷ୍ଟେଲ ଆଗରେ ଅହୋରାତ୍ର ଧାରଣାରେ ବସିଛନ୍ତି […]
Source link
