Voice of Eastern India

‘ସୁଭଦ୍ରା’ କେବଳ ସହାୟତା ନୁହେଁ, ନାରୀ ସଶକ୍ତିକରଣର ପ୍ରତୀକ, ଭାଇର କର୍ତ୍ତବ୍ୟ ସମ୍ପାଦନ କରୁଥିବା ଭଳି ଲାଗୁଛି କହିଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର ୨୮।୮: ରାକ୍ଷୀ ପୂର୍ଣ୍ଣିମା ଅବସରରେ ଭାଇ ଟିଏ ନିଜ ଭଉଣୀକୁ କିଛି ଉପହାର ଦେଇଥାଏ। ଓଡ଼ିଶାର ଶାସନ ମୁଖ୍ୟ ଭାବେ ରକ୍ଷା ବନ୍ଧନରେ ସୁଭଦ୍ରା ସହାୟତା ପ୍ରଦାନ କରି ମତେ ଏକ ଭାଇର କର୍ତ୍ତବ୍ୟ ସମ୍ପାଦନ କରିବା ଭଳି ଅନୁଭବ ହେଉଛି ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୟାଗଡ଼ ଠାରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ବଣ୍ଟନ ଅବସରରେ କହିଛନ୍ତି । ନୟାଗଡ଼ ଜିଲ୍ଲା ଲାଠିପଡ଼ାଠାରେ ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପମୁଖ୍ୟମନ୍ତ୍ରୀ, ସାଂସଦ ଓ […]



Source link

Leave A Reply

Your email address will not be published.