ଭୁବନେଶ୍ୱର ୩୦।୭: ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ବୁଧବାର ଦିନ ଲୋକ ଭବନରେ ଇଣ୍ଡିଆନ ଆଇଡଲ ସିଜନ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ସଙ୍ଗୀତ କ୍ଷେତ୍ରରେ ପ୍ରଦର୍ଶିତ ଉଲ୍ଲେଖନୀୟ ସଫଳତା ପାଇଁ ଜ୍ୟୋତିର୍ମୟୀଙ୍କୁ ରାଜ୍ୟପାଳ ଏହି ସମ୍ବର୍ଦ୍ଧନା ପ୍ରଦାନ କରିଛନ୍ତି । ଏହି ଯୁବ ଗାୟିକାଙ୍କୁ ଅଭିନନ୍ଦନ ଜଣାଇ ତାଙ୍କ ପ୍ରତିଭା, ନିଷ୍ଠା ଏବଂ ଅଧ୍ୟବସାୟକୁ ରାଜ୍ୟପାଳ ପ୍ରଶଂସା କରିଛନ୍ତି । ଜ୍ୟୋତିର୍ମୟୀଙ୍କ ସଫଳତା ଓଡ଼ିଶାର ଗୌରବ ବଢ଼ାଇଛି ଏବଂ ଅନେକ […]
Source link
