Voice of Eastern India

ଆୟୁଷ୍ମାନ କାର୍ଡଧାରୀଙ୍କ ପାଇଁ ଖୁସି ଖବର : ଆଡମିଟ୍ ହେବାର ୩ଦିନ ଆଗରୁ କରାଯାଇଥିବା ଟେଷ୍ଟ ପ୍ୟାକେଜରେ ଅନ୍ତର୍ଭୁକ୍ତ ହେବ


ଏଣିକି ଆଡମିଟ୍ ହେବା ପୂର୍ବରୁ ଆୟୁଷ୍ମାନ କାର୍ଡରେ ହେବ ସବୁ ମେଡିକାଲ ପରୀକ୍ଷା । ନକଲେ ହସ୍ପିଟାଲ ବିରୋଧରେ ହେବ ଆକ୍ସନ । ଆୟୁଷ୍ମାନ ସେବାକୁ ନେଇ ଏଭଳି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରୋଗୀ ହସ୍ପିଟାଲରେ ଆଡମିଟ୍ ହେବାର ୩ ଦିନ ପୂର୍ବରୁ ଯାହା ଟେଷ୍ଟ ହେବ ତାହା ଆୟୁଷ୍ମାନ ପ୍ୟାକେଜରେ ଅନ୍ତର୍ଭୁକ୍ତ ରହିବ । ଯେଉଁ ହସ୍ପିଟାଲ ନକରିବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ।Good news for Ayushman card holders: Test done 3 days befor
Source link



Source link

Leave A Reply

Your email address will not be published.