Voice of Eastern India

Thengo Dam: ଖୋଲିଲା ଠେଙ୍ଗୋ ଡ୍ୟାମ୍‌ର ୨ ଗେଟ୍, ପ୍ରଥମ ବନ୍ୟାଜଳ ନିଷ୍କାସିତ


ସୋନପୁର ୨୬।୭: ଲଘୁଚାପ ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ଏହାସହ ଉପକୂଳ ଏବଂ ସଂଲଗ୍ନ କେତେକ ଜିଲ୍ଲାରେ ବି ପ୍ରବଳ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗ ପୂର୍ବାନୁମାନରୁ ଜଣାପଡ଼ିଛି, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଉପରେ ଲଘୁଚାପ ରହିଛି । […]



Source link

Leave A Reply

Your email address will not be published.